Luke 17:2 — Compare Translations

7 translations compared side by side

Odia - 1840
"ଯେଉଁଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ଯରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହବେ। ବକରେେ ପଥର ବାନ୍ଧି ସମୁଦ୍ର ରେ ବୁଡି ମରିବା ତା ପକ୍ଷ ରେ ଭଲ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ନିରୀହମାନଙ୍କୁ ପାପରେ ପକାଇବା ଅପେକ୍ଷା ତା’ ବେକରେ ଚକି ବନ୍ଧା ଯାଇ ତାକୁ ସମୁଦ୍ରରେ ପକାଇ ଦେବା ବରଂ ତା’ ପାଇଁ ଶ୍ରେୟସ୍କର ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ୟରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହେବ। ବେକରେ ପଥର ବାନ୍ଧି ସମୁଦ୍ରରେ ବୁଡ଼ି ମରିବା ତା ପକ୍ଷରେ ଭଲ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା।
Odia IRV 2017 (ଓଡିଆ ବାଇବେଲ)
ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବାଧାର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାନ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ಲ್ಯಾನ್ ಪಾಪಾತ್ ಪಡುಕ್ ಕಾರನ್ ಹೊತಲ್ಯಾ ಬದ್ಲಾಕ್ ತೆಕಾ ತೆಚ್ಯಾ ಗಳ್ಯಾತ್ ಎಕ್ ಮೊಟೊ ಜಾತ್ಯಾಚೊ ಗುಂಡೊ ಭಾಂದುನ್ ಸಮುಂದರಾತ್ ನ್ಹೆವ್ನ್ ತಾಕ್ತಲೆ ಲೈ ಬರೆ.