Luke 17:20 — Compare Translations

7 translations compared side by side

Odia - 1840
"କେତକେ ଫାରୂଶୀ ଯୀଶୁଙ୍କୁ ପଚାରିଲେ, ପରମେଶ୍ବରଙ୍କ ରାଜ୍ଯ କବେେ ଆସିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ଫାରୁଶୀ ଈଶ୍ୱରଙ୍କ ରାଜ୍ୟ କେବେ ଆସିବ ବୋଲି ଯୀଶୁଙ୍କୁ ପଚାରିଲେ। ସେ ଉତ୍ତର ଦେଲେ, “ଦୃଶ୍ୟମାନଭାବେ ଈଶ୍ୱରଙ୍କ ରାଜ୍ୟ ଆସେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିଜ ଭିତରେ ଅଛି କେତେକ ଫାରୂଶୀ ଯୀଶୁଙ୍କୁ ପଗ୍ଭରିଲେ, “ପରମେଶ୍ୱରଙ୍କ ରାଜ୍ୟ କେବେ ଆସିବ?” ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ରାଜ୍ୟ ଆସୁଛି। କିନ୍ତୁ ଯେଉଁଭଳି ଭାବରେ ଆସିବ, ତାହାକୁ ତୁମ୍ଭେମାନେ ଆଖିରେ ଦେଖି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಗ್ಧಾ ಉಲ್ಲ್ಯಾಸ್ಯಾ ಫಾರಿಜೆವಾನಿ, ಜೆಜುಕ್, “ದೆವಾಚೆ ರಾಜ್ ಕನ್ನಾ ಯೆತಾ” ಮನುನ್ ಇಚಾರ್‍ಲ್ಯಾನಿ. ತನ್ನಾ ತೆಚೊ ಜವಾಬ್ ಕಾಯ್ ಮಟ್ಲ್ಯಾರ್, “ದೆವಾಚೆ ರಾಜ್ ಕೊನಾಕ್ಬಿ ದಿಸುನ್ಗೆತ್ ಯೆಯ್ನಾ.