Luke 17:22 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଦିନ ଆସିବ, ଯେତବେେଳେ ତୁମ୍ଭମାନେେ ମନୁଷ୍ଯପୁତ୍ରଙ୍କ ଦିନଗୁଡିକ ମାନଙ୍କ ଭତରୁ ଦିନଟିଏ ଦେଖିବାକୁ ବହୂତ ଇଚ୍ଛା କରିବ। କିନ୍ତୁ ତୁମ୍ଭମାନେେ ତାହା ଦେଖି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ବାଞ୍ଛା କରିବ, କିନ୍ତୁ ଦେଖିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ଶିଷ୍ୟମାନଙ୍କୁ କହିଲେ, “ସମୟ ଆସିବ, ଯେତେବେଳେ ତୁମେ ମନୁଷ୍ୟପୁତ୍ରଙ୍କ ସମୟର ଅନ୍ତତଃ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖି ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଦିନ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କ ଦିନ ଗୁଡ଼ିକ ମାନଙ୍କ ଭିତରୁ ଦିନଟିଏ ଦେଖିବାକୁ ବହୂତ ଇଚ୍ଛା କରିବ। କିନ୍ତୁ ତୁମ୍ଭେମାନେ ତାହା ଦେଖି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, “ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಶಿಸಾಕ್ನಿ, ಎಕ್ ಎಳ್ ಯೆತಾ, ಮಾನ್ಸಾಚೊ ಲೆಕ್ ಯೆತಲೆ ಹ್ಯಾ ದಿಸಾತ್ನಿ ಅಮಿ ಬಗ್ತಾಂವ್, ಮನುನ್ ತುಮಿ ಯವ್ಜುನ್ ಘೆವ್ನ್ ರ್‍ಹಾತ್ಯಾಶಿ, ಖರೆ, ತೊ ದಿಸ್ ತುಮ್ಕಾ ಬಗುಕ್ ಗಾವಿನಾ.