Luke 17:24 — Compare Translations

7 translations compared side by side

Odia - 1840
"ମନୁଷ୍ଯପୁତ୍ରଙ୍କର ଫରେି ଆସିବା ସମୟ ତୁମ୍ଭମାନେେ ଜାଣି ପାରିବ। ଯେଉଁ ଦିନ ସେ ଫରେି ଆସିବେ, ସେ ଆକାଶ ରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତର ପର୍ୟ୍ଯନ୍ତ ଉଜ୍ଜ୍ବଳ ବିଜୁଳି ଝଲକିଲା ଭଳି ଦଖାେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବିଜୁଳି ମାରି ଯେପରି ଆକାଶର ଗୋଟିଏ ପାଖରୁ ଆର ପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଜୁଳି ଯେପରି ଆକାଶରେ ତା’ର ଝଲକ ଦେଖାଏ ଓ ଆକାଶର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ଆଲୋକ ଖେଳାଇ ଦିଏ, ମନୁଷ୍ୟପୁତ୍ର ସେହି ଦିନ ସେହିପରି ଦେଖାଦେବେ।
Odia Bible ERV 2004 (ପବିତ୍ର ବାଇବଲ)
“ମନୁଷ୍ୟପୁତ୍ରଙ୍କର ଫେରି ଆସିବା ସମୟ ତୁମ୍ଭେମାନେ ଜାଣି ପାରିବ। ଯେଉଁ ଦିନ ସେ ଫେରି ଆସିବେ, ସେ ଆକାଶରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତର ପର୍ଯ୍ୟନ୍ତ ଉଜ୍ଜ୍ୱଳ ବିଜୁଳି ଝଲକିଲା ଭଳି ଦେଖାଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର (ଯୀଶୁ) ଆପଣା ଦିନରେ ସେହିପରି ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಮಳ್ಬಾ ವರ್‍ತಿ ಎಕ್ ದಿಕ್ಕಾಕ್ನಾ, ಅನಿಎಕಾ ದಿಕ್ಕಾ ಪತರ್ ಮಿಂಚ್ ಮಾರುಕ್ ಲಾಗಲ್ಲ್ಯಾ ತನ್ನಾ,ಮಿಯಾ ಮಾನ್ಸಾಚೊ ಲೆಕ್ ಯೆತಲಿ ದಿಸಾ ಮನುನ್ ಹೊಲೆ.