Luke 17:25 — Compare Translations
7 translations compared side by side
Odia - 1840
"କିନ୍ତୁ ମନୁଷ୍ଯପୁତ୍ର ପ୍ରଥମେ ଅନକେ ୟନ୍ତ୍ରଣା ଭୋଗ କରିବେ ଏବଂ ବର୍ତ୍ତମାନର ଲୋକମାନଙ୍କ ଦ୍ବାରା ହତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରଥମେ ତାହାଙ୍କୁ ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ଵାରା ଅଗ୍ରାହ୍ୟ ହେବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପ୍ରଥମେ ସେ ବହୁତ ଦୁଃଖ ଭୋଗ କରିବେ ଓ ଏହି ଯୁଗର ଲୋକମାନେ ତାଙ୍କୁ ଅଗ୍ରାହ୍ୟ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମନୁଷ୍ୟପୁତ୍ର ପ୍ରଥମେ ଅନେକ ଯନ୍ତ୍ରଣା ଭୋଗ କରିବେ ଏବଂ ବର୍ତ୍ତମାନର ଲୋକମାନଙ୍କ ଦ୍ୱାରା ହତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ಅದ್ದಿ ತೊ ಕಸ್ಟ್ ಸೊಸುಕ್ ಪಾಜೆ, ಅನಿ ಅತ್ತಾಚ್ಯಾ ಕಾಲಾಚ್ಯಾ ಲೊಕಾನಿ ತೆಕಾ ಧುರ್ ಕರುಕ್ ಪಾಜೆ.