Luke 17:26 — Compare Translations

7 translations compared side by side

Odia - 1840
"ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ଯପୁତ୍ର ଫରେି ଆସିବା ସମୟରେ ସହେି ଏକା କଥା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;
Odia BSI (ପବିତ୍ର ବାଇବଲ (CL) NT (BSI))
ନୋହଙ୍କ ସମୟରେ ଯେପରି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆଗମନ ଦିନରେ ସେପରି ଘଟିବ।
Odia Bible ERV 2004 (ପବିତ୍ର ବାଇବଲ)
“ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ୟପୁତ୍ର ଫେରି ଆସିବା ସମୟରେ ସେହି ଏକା କଥା ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;
Odia IRV 2017 (ଓଡିଆ ବାଇବେଲ)
ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನೊಯೆಚ್ಯಾ ಕಾಲಾತ್ ಹೊಲ್ಲ್ಯಾ ಸರ್ಕೆಚ್, ಮಾನ್ಸಾಚೊ ಲೆಕ್ ಯೆತಲ್ಯಾ ಕಾಲಾತ್ ಹೊತಾ.