Luke 17:27 — Compare Translations
7 translations compared side by side
Odia - 1840
"ନୋହଙ୍କ ସମୟରେ, ଏପରିକି ନୋହ ଜାହାଜ ରେ ବସିବା ସମୟ ପର୍ୟ୍ଯନ୍ତ ଲୋକମାନେ ଖିଆପିଆ କରୁଥିଲେ ଓ ବିବାହ କରୁଥିଲେ। ତା'ପରେ ବନ୍ଯା ମାଡି ଆସିଲା ଓ ସେ ସମସ୍ତଙ୍କୁ ମାରି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ପ୍ରବୃତ୍ତ ଥିଲେ, ପୁଣି ଜଳପ୍ଳାବନ ଆସି ସମସ୍ତଙ୍କୁ ବିନାଶ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ନୋହ ଜାହାଜରେ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଭୋଜନ, ପାନ ଓ ବିବାହ କରିବାରେ ଏବଂ ବିବାହ ଦେବାରେ ଲାଗି ଥିଲେ। ଅନନ୍ତର ଜଳ ପ୍ଲାବନ ହେଲା ଓ ସମସ୍ତେ ବିନଷ୍ଟ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ନୋହଙ୍କ ସମୟରେ, ଏପରିକି ନୋହ ଜାହାଜରେ ବସିବା ସମୟ ପର୍ଯ୍ୟନ୍ତ ଲୋକମାନେ ଖିଆପିଆ କରୁଥିଲେ ଓ ବିବାହ କରୁଥିଲେ। ତା’ପରେ ବନ୍ୟା ମାଡ଼ି ଆସିଲା ଓ ସେ ସମସ୍ତଙ୍କୁ ମାରି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।
Odia IRV 2017 (ଓଡିଆ ବାଇବେଲ)
ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳ ପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನೊಯೆ ಢೊನಿತ್ ಭುತ್ತುರ್ ಗುಸಿ ಪತರ್, ಸಗ್ಳೆ ಜಾನಾ ಖಾವ್ನಗೆತ್, ಫಿವ್ನಗೆತ್, ಅನಿ ಘೊಮನ್ಸಾ ಬಾಯ್ಕೊಮನ್ಸಾ ನಗಿನ್ ಹೊವ್ನಗೆತ್ ಹೊತ್ತ್ಯಾನಿ, ಅನಿ ಸಗ್ಳ್ಯಾಕ್ಡೆ ಪಾನಿ ಭರುನ್ ಯೆಲೆ, ಅನಿ ತೆಂಕಾ ಜಿವಾನಿ ಮಾರುನ್ ಟಾಕ್ಲ್ಯಾನ್.