Luke 17:28 — Compare Translations

7 translations compared side by side

Odia - 1840
"ପରମେଶ୍ବର ଲୋଟଙ୍କ ସମୟରେ ସଦୋମ ନଗର ଧ୍ବଂସ କଲା ବେଳେ ଯାହା ଘଟିଥିଲା, ଏବେ ମଧ୍ଯ ସହେି କଥା ଘଟିବ। ସହେି ଲୋକମାନେ ସେତବେେଳେ ଖିଆପିଆ, କିଣାବିକା କରୁଥିଲେ। ଗଛ ଲଗାଉଥିଲେ ଓ ନିଜ ପାଇଁ ଘର ତୋଳୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋଟଙ୍କ ସମୟରେ ମଧ୍ୟ ସେହିପ୍ରକାର ଘଟିଥିଲା, ଲୋକେ ଭୋଜନପାନ, କ୍ରୟବିକ୍ରୟ, ବୃକ୍ଷରୋପଣ ଓ ଗୃହନିର୍ମାଣ କରିବାରେ ପ୍ରବୃତ୍ତ ଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋଟଙ୍କ ସମୟରେ ଯେପରି ଘଟିଥିଲା, ସେପରି ଘଟିବ। ସେତେବେଳେ ଲୋକେ ଭୋଜନ ପାନ, କିଣାବିକା, ବୃକ୍ଷ ରୋପଣ ଓ ଗୃହ ନିର୍ମାଣ କାର୍ଯ୍ୟରେ ବ୍ୟସ୍ତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ଲୋଟଙ୍କ ସମୟରେ ସଦୋମ ନଗର ଧ୍ୱଂସ କଲାବେଳେ ଯାହା ଘଟିଥିଲା, ଏବେ ମଧ୍ୟ ସେହି କଥା ଘଟିବ। ସେହି ଲୋକମାନେ ସେତେବେଳେ ଖିଆପିଆ, କିଣାବିକା କରୁଥିଲେ। ଗଛ ଲଗାଉଥିଲେ ଓ ନିଜ ପାଇଁ ଘର ତୋଳୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗାଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ,
Odia IRV 2017 (ଓଡିଆ ବାଇବେଲ)
ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗେଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಟಾಚ್ಯಾ ಕಾಲಾತ್ ಹೊಲ್ಲ್ಯಾ ಸರ್ಕೆ, ಸಗ್ಳೆ ಜಾನಾ ಜೆವ್ನಗೆತ್, ಫಿವ್ನಗೆತ್, ಇಕುನ್ಗೆತ್-ಇಕಾತ್ ಘೆವ್ನ್‌ಗೆತ್, ಶೆತಾ ಕರುನ್ಗೆತ್, ಅನಿ ಭಾಂದುನ್ಗೆತ್ ಹೊತ್ತ್ಯಾನಿ.