Luke 17:29 — Compare Translations

7 translations compared side by side

Odia - 1840
"ଲୋଟ ନଗର ଛାଡି ଚାଲିୟିବା ସମୟ ପର୍ୟ୍ଯନ୍ତ ମଧ୍ଯ ଲୋକମାନେ ଏସବୁ କାମ କରୁଥିଲେ। ତା'ପରେ ସଠାେରେ ଆକାଶରୁ ଅଗ୍ନି ଓ ଗନ୍ଧକ ବର୍ଷା ହେଲା ଓ ତାହା ସମସ୍ତଙ୍କୁ ମାରି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ବୃଷ୍ଟି ହୋଇ ସମସ୍ତଙ୍କୁ ବିନାଶ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଦିନ ଲୋଟ ସଦୋମ ପରିତ୍ୟାଗ କଲେ, ଆକାଶରୁ ଅଗ୍ନି ଓ ଗନ୍ଧକ ବୃଷ୍ଟି ହୋଇ ସମସ୍ତଙ୍କୁ ବିନାଶ କଲା।
Odia Bible ERV 2004 (ପବିତ୍ର ବାଇବଲ)
ଲୋଟ ନଗର ଛାଡ଼ି ଗ୍ଭଲିଯିବା ସମୟ ପର୍ଯ୍ୟନ୍ତ ମଧ୍ୟ ଲୋକମାନେ ଏସବୁ କାମ କରୁଥିଲେ। ତା’ପରେ ସେଠାରେ ଆକାଶରୁ ଅଗ୍ନି ଓ ଗନ୍ଧକ ବର୍ଷା ହେଲା ଓ ତାହା ସମସ୍ତଙ୍କୁ ମାରି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಲೊಟ್ ಸೊದೊಮಾತ್ನಾ ಭಾಯ್ರ್ ಪಡಲ್ಲ್ಯಾ ತನ್ನಾ, ಮಳ್ಬಾ ವೈನಾ ಆಗ್ ಅನಿ ಆಗಿಚ್ಯಾ ಇಂಗ್ಳ್ಯಾಂಚೊ ಪಾವ್ಸ್ ಯೆಲೊ, ಅನಿ ತೆಂಕಾ ಸಗ್ಳ್ಯಾಕ್ನಿ ಜಿವಾನಿಚ್ ಮಾರುನ್ ಸೊಡ್ಲ್ಯಾನ್.