Luke 17:3 — Compare Translations

7 translations compared side by side

Odia - 1840
"ତେଣୁ ସାବଧାନ ରୁହ। ଯଦି ତୁମ୍ଭର ଭାଇ ପାପ କରେ, ତବେେ ତାକୁ କୁହ ଯେ ଭୁଲ କରୁଛି। ସେ ଯଦି ଦୁଃଖ ପ୍ରକାଶ କରି ଆଉ ପାପ କରନୋହିଁ, ତବେେ ତାକୁ କ୍ଷମା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ । ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ, ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମ୍ଭେମାନେ ଯାହା କର, ସେ ବିଷୟରେ ସତର୍କ ହୁଅ। “ଯଦି ତୁମର ଭାଇ ପାପ କରେ, ତାକୁ ଅନୁଯୋଗ କର ଏବଂ ସେ ଯଦି ଅନୁତାପ କରେ, ତାକୁ କ୍ଷମା ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସାବଧାନ ରୁହ। “ଯଦି ତୁମ୍ଭର ଭାଇ ପାପ କରେ, ତେବେ ତାକୁ କୁହ ଯେ ଭୁଲ୍ କରୁଛି। ସେ ଯଦି ଦୁଃଖ ପ୍ରକାଶ କରି ଆଉ ପାପ କରେ ନାହିଁ, ତେବେ ତାକୁ କ୍ଷମା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ । ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಕರ್ನ್ಶಾಂಚ್ಯಾ ವಿಶಯಾತ್ ಉಶಾರ್ಕಿನ್ ರ್‍ಹಾವಾ. ಜರ್ ತರ್ ತುಜ್ಯಾ ಭಾವಾನ್ ಪಾಪ್ ಕರ್‍ಲ್ಯಾನ್ ತರ್, ತೆಕಾ ಬುದ್‍ಬಾಳ್ ಸಾಂಗ್, ತೆ ಆಯ್ಕುನ್ ತೊ ಬದಲ್ಲ್ಯಾರ್ ತೆಕಾ ಮಾಪ್ ಕರ್.