Luke 17:31 — Compare Translations
7 translations compared side by side
Odia - 1840
" ସେ ଦିନ ଯଦି କୌଣସି ଲୋକ ତା'ର ଘରର ଛାତ ଉପରେ ଥିବ, ଭିତରକୁ ଯାଇ ଜିନିଷପତ୍ର ଆଣିବାକୁ ତାକୁ ସମୟ ହବେନାହିଁ। ଯଦି କୌଣସି ଲୋକ ବିଲ ରେ ଥିବ, ତବେେ ସେ ଘରକୁ ଫରେି ପାରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ଘେନିଯିବା ପାଇଁ ଓହ୍ଳାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ବାହୁଡ଼ି ନ ଯାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେଦିନ ଯେଉଁ ଲୋକ ଛାତ ଉପରେ ଥିବ, ସେ ଘରୁ ତା’ର ଜିନିଷପତ୍ର ଆଣିବା ପାଇଁ ତଳକୁ ଓହ୍ଲାଇ ନ ଯାଉ। ସେହିପରି ଯେଉଁ ଲୋକ କ୍ଷେତରେ ଥାଏ, ସେ ଘରକୁ ଫେରି ନ ଆସୁ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ଦିନ ଯଦି କୌଣସି ଲୋକ ତା’ର ଘରର ଛାତ ଉପରେ ଥିବ, ଭିତରକୁ ଯାଇ ଜିନିଷପତ୍ର ଆଣିବାକୁ ତାକୁ ସମୟ ହେବ ନାହିଁ। ଯଦି କୌଣସି ଲୋକ ବିଲରେ ଥିବ, ତେବେ ସେ ଘରକୁ ଫେରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ।
Odia IRV 2017 (ଓଡିଆ ବାଇବେଲ)
ସେହିଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತ್ಯಾ ದಿಸ್ ಜೊ ಮಾನುಸ್, ಅಪ್ನಾಚ್ಯಾ ಘರಾಚ್ಯಾ ಮ್ಹಾಳ್ಗಿರ್ ಬಸ್ಲಾ, ತೊ ಅಪ್ನಾಚಿ ಸಾಮಾನಾ ಹಾನುಕ್ ಮನುನ್ ಉತ್ರುನ್ ಘರಾತ್ ಜಾಯ್ನಸ್ತಾನಾ ರಾಂವ್ದಿತ್, ತಸೆಚ್ ಜೊ ಮಾನುಸ್ ಭಾಯ್ರ್ ಶೆತಾತ್ ಹಾಯ್, ತೊ ಅನಿ ಪರ್ತುನ್ ಘರಾಕ್ ಯೆಯ್ನಸ್ತಾನಾ ರಾವ್ನದಿತ್.