Luke 17:34 — Compare Translations

7 translations compared side by side

Odia - 1840
"ମୁଁ ଫରେି ଆସିବା ସମୟରେ ଗୋଟିଏ କଠାେରୀ ରେ ହୁଏତ ସହେି ରାତି ରେ ଦୁଇଜଣ ଲୋକ ଶୋଇଥାଇ ପାରନ୍ତି, କିନ୍ତୁ ସମାନଙ୍କେ ମଧ୍ଯରୁ ଜଣକୁ ନିଆ ହବେ ଓ ଅନ୍ୟ ଜଣକୁ ଛାଡି ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତ୍ରିରେ ଦୁଇ ଜଣ ଗୋଟିଏ ଶଯ୍ୟାରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କହୁଛି, ସେହି ରାତ୍ରିରେ ଗୋଟିଏ ଶଯ୍ୟାରେ ଦୁଇ ଜଣ ଶୋଇଥିବେ; ଜଣକୁ ଗ୍ରହଣ କରି ନିଆଯିବ ଓ ଅନ୍ୟ ଜଣକ ପରିତ୍ୟକ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଫେରି ଆସିବା ସମୟରେ ଗୋଟିଏ କୋଠରିରେ ହୁଏତ ସେହି ରାତିରେ ଦୁଇଜଣ ଲୋକ ଶୋଇଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନିଆ ହେବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ತುಮ್ಕಾ ಸಾಂಗ್ತಾ, ತ್ಯಾ ದಿಸ್ ರಾಚ್ಚೆ, ಎಕ್ ಹಾತ್ರಾನಾತ್ ನಿಜಲ್ಲ್ಯಾ ದೊಗ್ಯಾ ಜಾನಾನಿತ್ಲ್ಯಾ ಎಕ್ಲ್ಯಾಕ್ ಘೆವ್ನ್ ಜಾವ್ನ್ ಹೊತಾ. ಅನಿ ಅನಿ ಎಕ್ಲ್ಯಾಕ್ ಸೊಡುನ್ ಜಾವ್ನ್ ಹೊತಾ.