Luke 17:35 — Compare Translations

7 translations compared side by side

Odia - 1840
"ହୁଏତ ଦୁଇଜଣ ସ୍ତ୍ରୀଲୋକ ଏକତ୍ର ଚକି ରେ ଶସ୍ଯ ଦାନା ପେଶୁ ଥାଇ ପାରନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୁଇ ଜଣ ସ୍ତ୍ରୀ ଲୋକ ଚକି ପେଷୁଥିବେ; ଜଣକୁ ଗ୍ରହଣ କରି ନିଆଯିବ, ଆଉ ଅନ୍ୟ ଜଣକ ପରିତ୍ୟକ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ହୁଏତ ଦୁଇଜଣ ସ୍ତ୍ରୀଲୋକ ଏକତ୍ର ଚକିରେ ଶସ୍ୟ ଦାନା ପେଶୁ ଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନେଇ ନିଆଯିବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।
Odia IRV 2017 (ଓଡିଆ ବାଇବେଲ)
ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜಾತ್ಯಾ ವರ್‍ತಿ ದಳುಕ್ ಬಸಲ್ಲ್ಯಾ ದೊಗೆ ಜಾನಾ ಬಾಯ್ಕೊಮನ್ಸಾನಿತ್ಲ್ಯಾ ಎಕ್ಲಿಕ್ ಘೆವ್ನ್ ಜಾವ್ನ್ ಹೊತಾ, ಅನಿ ಅನಿ ಎಕ್ಲಿಕ್ ಥೈಚ್ ಸೊಡುನ್. ಹೊತಾ” ಮನುನ್ ಸಾಂಗಟ್ಲ್ಯಾನ್.