Luke 17:36 — Compare Translations
5 translations compared side by side
Odia - 1840
"କିନ୍ତୁ ସମାନଙ୍କେ ମଧ୍ଯରୁ ଜଣକୁ ନଇେ ନିଆୟିବ ଓ ଅନ୍ୟ ଜଣକୁ ଛାଡି ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
[ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ ।]
Odia BSI (ପବିତ୍ର ବାଇବଲ (CL) NT (BSI))
ଦୁଇ ଜଣ କ୍ଷେତରେ ଥିବାବେଳେ ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
[ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।]”
Odia IRV 2017 (ଓଡିଆ ବାଇବେଲ)
[ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ ।]