Luke 17:6 — Compare Translations

7 translations compared side by side

Odia - 1840
"ପ୍ରଭୁ କହିଲେ, ଯଦି ତୁମ୍ଭମାନଙ୍କର ବିଶ୍ବାସ ଗୋଟିଏ ଶାରେିଷ ଦାନା ପରିମାଣର ହାଇେଥାଏ, ତବେେ ତୁମ୍ଭମାନେେ ଏହି ତୁତ ଗଛକୁ କହିପାରିବ, ନିଜକୁ ଉପାଡି ନଇେ ସମୁଦ୍ର ରେ ରୋପଣ କର, ତବେେ ଗଛଟି ତୁମ୍ଭମାନଙ୍କ କଥା ମାନିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷଦାନା ପରି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହ ବୋଲି କହିଲେ ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଉତ୍ତର ଦେଲେ, “ଯଦି ତୁମ୍ଭମାନଙ୍କ ବିଶ୍ୱାସ ଗୋଟିଏ ସୋରିଷ ମଞ୍ଜି ପରିମାଣରେ ଥାଏ ଏବଂ ତୁମ୍ଭେମାନେ ଏହି ତୁତ୍କୋଳି ଗଛକୁ କୁହ, ‘ମୂଳ ସହିତ ଉପୁଡ଼ି ଯାଇ ସମୁଦ୍ରରେ ପୋତି ହୋଇଯା!’ ତେବେ ସେ ତାହା କରିବ।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ କହିଲେ, “ଯଦି ତୁମ୍ଭମାନଙ୍କର ବିଶ୍ୱାସ ଗୋଟିଏ ସୋରିଷଦାନା ପରିମାଣର ହୋଇଥାଏ, ତେବେ ତୁମ୍ଭେମାନେ ଏହି ତୁତ ଗଛକୁ କହି ପାରିବ, ନିଜକୁ ଉପାଡ଼ି ନେଇ ସମୁଦ୍ରରେ ରୋପଣ କର, ତେବେ ଗଛଟି ତୁମ୍ଭମାନଙ୍କ କଥା ମାନିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।”
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳିଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ತುಮ್ಕಾ ಖಾಲಿ ಎಕ್ ಸಾಸಾವಾಚ್ಯಾ ಭ್ಹಿಂಯಾ ಎವ್ಡೊ ವಿಶ್ವಾಸ್ ರ್‍ಹಾಲ್ಯಾರ್, ತುಮಿ ಎಕ್ ವಡ್ಡಾಚ್ಯಾ ಝಾಡಾಕ್ ತಿಯಾ ಬೆರಾ ಸಮೆತ್ ಉಪ್ಸುನ್, ಸಮುಂದರಾತ್ ಜಾವ್ನ್ ಇಬೆ ರ್‍ಹಾ, ಮಟ್ಲ್ಯಾರ್ ತೆ ಜಾವ್ನ್ ಇಬೆ ರ್‍ಹಾತಾ”, ಮನುನ್ ಜಬಾಬ್ ದಿಲ್ಯಾನ್.