Luke 17:7 — Compare Translations

7 translations compared side by side

Odia - 1840
"ମନକରେ ତୁମ୍ଭମାନଙ୍କ ଭିତରୁ ଜଣକର ଚାକରଟିଏ ଅଛି। ସହେି ଚାକର ତୁମ୍ଭ ବିଲ ରେ କାମ କରିଆ ସେ। ସେ ତୁମ୍ଭ ବିଲ ରେ ହଳ କରି ଆସୁଛି କିମ୍ବା ମେଣ୍ଢାଙ୍କ ଯତ୍ନ ନଇେ ଆ ସେ। ସେ କାମରୁ ଫରେିବା ପରେ ତୁମ୍ଭେ ତାକୁ କ'ଣ କହିବ? ତୁମ୍ଭେ କ'ଣ କହିବ ଯେ, 'ଭିତରକୁ ଆସ ଓ ଖାଇବାକୁ ବସ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ଵା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ୍?
Odia BSI (ପବିତ୍ର ବାଇବଲ (CL) NT (BSI))
“ମନେକର, ତୁମ ମଧ୍ୟରୁ ଜଣକର ଦାସ ହଳ କରୁଛି କିମ୍ବା ମେଣ୍ଢା ଜଗୁଛି। ଯେତେବେଳେ ସେ କ୍ଷେତରୁ ଫେରି ଆସେ, ତୁମେ ତାକୁ ସଙ୍ଗେ ସଙ୍ଗେ ଖାଇ ବସିବାକୁ କହିଥାଅ କି?
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ସେବକ ହୁଅ “ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଗ୍ଭକରଟିଏ ଅଛି। ସେହି ଗ୍ଭକର ତୁମ୍ଭ ବିଲରେ କାମ କରିଆସେ। ସେ ତୁମ୍ଭ ବିଲରେ ହଳ କରି ଆସୁଛି କିମ୍ବା ମେଣ୍ଢାଙ୍କ ଯତ୍ନ ନେଇ ଆସେ। ସେ କାମରୁ ଫେରିବା ପରେ ତୁମ୍ଭେ ତାକୁ କ’ଣ କହିବ? ତୁମ୍ଭେ କ’ଣ କହିବ ଯେ, ‘ଭିତରକୁ ଆସ ଓ ଖାଇବାକୁ ବସ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରିଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮ್ಚೊ ಎಕ್ ಆಳ್ ಮನುನ್ ಚಿಂತುವಾ, ಅನಿ ತೊ ಶೆತಾತ್ ನಾಂಗ್ರುಕ್ ನಾಹೊಲ್ಯಾರ್, ಬಕ್ರ್ಯಾಕ್ನಿ ರಾಕುಕ್ ಜಾತಾ, ತೊ ಶೆತಾಕ್ನಾ ಯೆಲ್ಲ್ಯಾ ತನ್ನಾ ತೆಕಾ ತುಮಿ ಲಗ್ಗುನಾ ಯೆ, ಅನಿ ಜೆವಾನ್ ಕರ್ ಮನ್ತ್ಯಾಶಿ ಕಾಯ್?”