Luke 18:1 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ଉପଦେଶ ଦେଉଥିଲେ ଯେ, ସମାନେେ ସଦାବାଳେ ପ୍ରାର୍ଥନା କରିବା ଉଚିତ। ଏବଂ କବେେ ହେଲେ ଭରସା ହ ରଇବୋ ଉଚିତ ନୁହେଁ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଳା; ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏ ବିଷୟରେ ସେ ସେମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ହତାଶ ନ ହୋଇ ପ୍ରାର୍ଥନାରେ ନିବିଷ୍ଟ ରହିବା ଯେ କର୍ତ୍ତବ୍ୟ, ଏହା ଯୀଶୁ ଶିଷ୍ୟମାନଙ୍କୁ ବୁଝାଇବା ପାଇଁ ଗୋଟିଏ ଦୃଷ୍ଟାନ୍ତ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କ ଲୋକଙ୍କୁ ଉତ୍ତର ଦେବେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଉପଦେଶ ଦେଉଥିଲେ ଯେ, ସେମାନେ ସଦାବାଳେ ପ୍ରାର୍ଥନା କରିବା ଉଚିତ୍। ଏବଂ କେବେ ହେଲେ ଭରସା ହରେଇବା ଉଚିତ୍ ନୁହେଁ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ, ಕನ್ನಾಬಿ ಕಂಟಾಳಿನಸ್ತನಾ ಮಾಗ್ನಿ ಕರುನ್ಗೆತ್ ರ್‍ಹಾತಲೆ ಶಿಕ್ವುಸಾಟ್ನಿ ಮನುನ್, ಹಿ ಕಾನಿ ಸಾಂಗ್ಲ್ಯಾನ್.