Luke 18:10 — Compare Translations
7 translations compared side by side
Odia - 1840
"ଜଣେ ଫାରୂଶୀ ଓ ଜଣେ କରଆଦାୟକାରୀ ଥିଲେ। ଦିନେ ସହେି ଦୁଇଜଣ ପ୍ରାର୍ଥନା କରିବାକୁ ମନ୍ଦିରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଦୁଇ ଜଣ ମନ୍ଦିରକୁ ପ୍ରାର୍ଥନା କରିବାକୁ ଗଲେ। ଜଣେ ଫାରୁଶୀ ଓ ଆଉ ଜଣେ କରଆଦାୟକାରୀ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ ଫାରୂଶୀ ଓ ଜଣେ କରଆଦାୟକାରୀ ଥିଲେ। ଦିନେ ସେହି ଦୁଇଜଣ ପ୍ରାର୍ଥନା କରିବାକୁ ମନ୍ଦିରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ।
Odia IRV 2017 (ଓଡିଆ ବାଇବେଲ)
ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କର ଆଦାୟକାରୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಗ್ದಾ ದೊಗೆ ಜಾನಾ ಹೊತ್ತೆ, ತೆನಿ ದೊಗೆಬಿ ಮಾಗ್ನಿ ಕರುಕ್ ಮನುನ್ ದೆವಾಚ್ಯಾ ಗುಡಿಕ್ ಗೆಲ್ಲ್ಯಾನಿ. ಎಕ್ಲೊ ಎಕ್ ಫಾರಿಜೆವ್, ಅನಿ ಅನಿ ಎಕ್ಲೊ ತೆರ್ಗಿ ವಸುಲ್ ಕರ್ತಲೊ ಪಾಪಿ ಮಾನುಸ್”.