Luke 18:12 — Compare Translations

7 translations compared side by side

Odia - 1840
"ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହ ରେ ଦୁଇ ଥର ଉପବାସ କରେ। ମୁଁ ମାରେସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆୟର ଦଶମାଂଶ ଦାନ କରିଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସପ୍ତାହରେ ଦୁଇ ଦିନ ଉପବାସ କରେ ଓ ତୁମକୁ ମୋ’ ସମସ୍ତ ଆୟର ଦଶମାଂଶ ଦାନ କରେ।’
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହରେ ଦୁଇ ଥର ଉପବାସ କରେ। ମୁଁ ମୋର ସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’
Odia IRV 2017 (ଓଡିଆ ବାଇବେଲ)
ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ವಾರಾತ್ ದೊನ್ ದಿಸ್ ಉಪಾಸ್ ಕರ್‍ತಾ, ಅನಿ ಮಾಜ್ಯಾ ಉತ್ಪನ್ನಾತ್ಲೊ ಧಾತ್ಲೊ ಎಕ್ ವಾಟೊ ತುಕಾ ದಿತಾ”, ಮನುನ್ ಮಾಗ್ನಿ ಕರ್‍ಲ್ಯಾನ್.