Luke 18:13 — Compare Translations
7 translations compared side by side
Odia - 1840
"କରଆଦାୟକାରୀ ମଧ୍ଯ ଅଲଗା ଏକାକୀ ଠିଆ ହାଇେଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ବର୍ଗ ଆଡକୁ ମଧ୍ଯ ଚାହିଁଲନୋହିଁ। କରଆଦାୟକାରୀ ପରମେଶ୍ବରଙ୍କ ପାଖ ରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, ହେ ପରମେଶ୍ବର, ମାେ ଉପରେ ଦୟା କର। ମୁଁ ଜଣେ ପାପୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁକରଗ୍ରାହୀ ଦୂରରେ ଠିଆ ହୋଇ ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରିବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ଆପଣା ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ଵର, ମୁଁ ପାପୀ, ମୋତେ ଦୟା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
“କିନ୍ତୁ କରଆଦାୟକାରୀ ଟିକିଏ ଦୂରରେ ଠିଆ ହେଲା ଓ ଉଦ୍ଧ୍ୱର୍କୁ ସୁଦ୍ଧା ଦୃଷ୍ଟିପାତ କରିବାକୁ ସାହସ କଲା ନାହିଁ, କିନ୍ତୁ ଛାତିରେ ହାତ ବାଡ଼େଇ କହିଲା, ‘ହେ ଈଶ୍ୱର, ମୁଁ ପାପୀ, ମୋତେ ଦୟା କର’!”
Odia Bible ERV 2004 (ପବିତ୍ର ବାଇବଲ)
“କରଆଦାୟକାରୀ ମଧ୍ୟ ଅଲଗା ଏକାକୀ ଠିଆ ହୋଇଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ୱର୍ଗ ଆଡ଼କୁ ମଧ୍ୟ ଗ୍ଭହିଁଲେ ନାହିଁ। କରଆଦାୟକାରୀ ପରମେଶ୍ୱରଙ୍କ ପାଖରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, “ହେ ପରମେଶ୍ୱର, ମୋ’ ଉପରେ ଦୟା କର। ମୁଁ ଜଣେ ପାପୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ತೊ ತೆರ್ಗಿ ವಸುಲ್ ಕರ್ತಲೊ, ಪಾಪಿ ಮಾನುಸ್, ಧುರುಚ್ ಇಬೆ ರ್ಹಾಲೊ, ತೆನಿ ಟಕ್ಲೆ ವೈರ್ ಕರುನ್ ಅಪ್ನಾಚೆ ಡೊಳೆ ಸೈತ್ ಸರ್ಗಾಕ್ ಲಾವುಕ್ನಾ, ಅಪ್ನಾಚೆ ಹಿರ್ದೆ ಬಡ್ವುನ್ ಘೆಟ್ಲ್ಯಾನ್, ಅನಿ “ದೆವಾ ಮಿಯಾ ಎಕ್ ಪಾಪಿ ಮಾನುಸ್, ಮಾಜಿ ದಯಾ ಕರ್!” ಮಟ್ಲ್ಯಾನ್.