Luke 18:16 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ସହେି େଛାଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, େଛାଟ ପିଲାମାନେ ମାେ ପାଖକୁ ଆସନ୍ତୁ। ସମାନଙ୍କେୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି େଛାଟ ପିଲାମାନଙ୍କ ଭଳ ହାଇେଥିବେ, କବଳେ ସହେିମାନେ ପରମେଶ୍ବରଙ୍କ ରାଜ୍ଯର ଅଧିକାରୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ଵରଙ୍କ ରାଜ୍ୟ ଏହିପ୍ରକାର ଲୋକମାନଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ଶିଶୁମାନଙ୍କୁ ତାଙ୍କ ନିକଟକୁ ଡ଼ାକି କହିଲେ, “ଶିଶୁମାନଙ୍କୁ ମୋ’ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ, କାରଣ ଈଶ୍ୱରଙ୍କ ରାଜ୍ୟ ଏହିପରି ଲୋକମାନଙ୍କର।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେହି ଛୋଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି ଛୋଟ ପିଲାମାନଙ୍କ ଭଳି ହୋଇଥିବେ, କେବଳ ସେହିମାନେ ପରମେଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, “ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್, ಪೊರಾಕ್ನಿ ಅಪ್ನಾಕ್ಡೆ ಬಲ್ವುಲ್ಯಾನ್, ಅನಿ, ಪೊರಾಕ್ನಿ ಮಾಜೆಕ್ಡೆ ಯೆವ್ಕ್ ಸೊಡಾ, ತೆಂಕಾ ಅಡ್ವುನಕಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾಚೆ ರಾಜ್ ಅಸ್ಲ್ಯಾಕ್ನಿಚ್ ಸಮಂದ್ ಪಡಲ್ಲೆ.