Luke 18:17 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ଗୋଟିଏ େଛାଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭମାନେେ ପରମେଶ୍ବରଙ୍କ ରାଜ୍ଯ ଗ୍ରହଣ ନକଲେ ତା' ମଧିଅରେ ପ୍ରବେଶ କରି ପାରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଶିଶୁ ପରି ଈଶ୍ଵରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନେରଖ! ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ କରେ ନାହିଁ, ସେ ସେଥିରେ କେବେ ପ୍ରବେଶ କରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଗୋଟିଏ ଛୋଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କଲେ ତା’ ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯಾದ್ ಥವ್ನ್ ಘೆವಾ! ಜೆ ಕೊನ್ ಎಕಾ ಬಾರಿಕ್ಲ್ಯಾ ಪೊರಾ ಸರ್ಕ್ಯಾ ಬರ್ಯಾ ಮನಾನ್, ದೆವಾಚೆ ರಾಜ್ ಸ್ವಿಕಾರ್ ಕರಿನಾ, ತೊ,ಕನ್ನಾಚ್ ತ್ಯಾತುರ್ ಭುತ್ತುರ್ ಜಾಯ್ನಾ ಮಟ್ಲ್ಯಾನ್.