Luke 18:2 — Compare Translations
7 translations compared side by side
Odia - 1840
"ଥରେ ଗୋଟିଏ ନଗର ରେ ଜଣେ ବିଚାରପତି ଥିଲା। ପରମେଶ୍ବରଙ୍କୁ ତାହାଙ୍କର ଡର ନଥିଲା କି ଲୋକମାନେ ତାହାଙ୍କ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର କରୁ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ଵରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଗୋଟିଏ ସହରରେ ଜଣେ ବିଚାରକର୍ତ୍ତା ଥିଲେ। ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କିମ୍ବା ମନୁଷ୍ୟକୁ ମାନୁ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଥରେ ଗୋଟିଏ ନଗରରେ ଜଣେ ବିଗ୍ଭରପତି ଥିଲା। ପରମେଶ୍ୱରଙ୍କୁ ତାହାଙ୍କର ଡର ନ ଥିଲା କି ଲୋକମାନେ ତାହାଙ୍କ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି କରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಮೊಟ್ಯಾ ಗಾಂವಾತ್ ಎಕ್ ನ್ಯಾಯ್ ನಿರ್ನಯ್ ಕರ್ತಲೊ ಮಾನುಸ್ ಹೊತ್ತೊ, ತೆಕಾ ದೆವಾಚೆ ಭಿಂಯೆ ನತ್ತೆ, ಅನಿ ಮಾನ್ಸಾಕ್ನಿ ತರ್ ತೊ ಮೆಜಿಚ್ನಶಿ.