Luke 18:20 — Compare Translations

7 translations compared side by side

Odia - 1840
"ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦବେି। ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାମାନ ଜାଣିଛ: 'ତୁମ୍ଭେ ବ୍ଯଭିଚାର କରିବ ନାହିଁ, ତୁମ୍ଭେ କାହାରିକି ହତ୍ଯା କରିବ ନାହିଁ, କୌଣସି ଜିନିଷ ଚୋରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟ ରେ କବେେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପାମାଆଙ୍କୁ ନିଶ୍ଚୟ ସମ୍ମାନ ଦବେ...' "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ତ ସମସ୍ତ ଆଜ୍ଞା ଜାଣ! ‘ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରୀ କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ; ପିତାମାତାଙ୍କୁ ସମାଦର କର’।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦେବି। ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାମାନ ଜାଣିଛ: ‘ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ, ତୁମ୍ଭେ କାହାରିକି ହତ୍ୟା କରିବ ନାହିଁ, କୌଣସି ଜିନିଷ ଗ୍ଭେରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟରେ କେବେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପା-ମାଙ୍କୁ ନିଶ୍ଚୟ ସମ୍ମାନ ଦେବ…’ ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”
Odia IRV 2017 (ଓଡିଆ ବାଇବେଲ)
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಕಾ ತರ್ ಖಾಯ್ದೆ ಗೊತ್ತ್ ಹಾತ್, ವೆಭಿಚಾರ್ ಕರುನಕೊ, ಜಿವಾನಿ ಮಾರುನಕ್ಕೊ, ಚೊರುನಕ್ಕೊ, ಕೊನಾ ವರ್‍ತಿಬಿ ಝುಟೊ ಅಪ್ವಾದ್ ಘಾಲುನಕ್ಕೊ, ತುಜ್ಯಾ ಬಾಯ್ಕ್ ಅನಿ ಬಾಬಾಕ್ ಮರ್‍ಯಾದ್ ದಿ” ಮಟ್ಲ್ಯಾನ್.