Luke 18:21 — Compare Translations

7 translations compared side by side

Odia - 1840
"କିନ୍ତୁ ଯିହୂଦୀ ନେତା ଜଣକ କହିଲେ, ମୁଁ ମାେ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକଟି ଉତ୍ତର ଦେଲା, “ମୁଁ ଯୌବନାବସ୍ଥାରୁ ଏ ସମସ୍ତ ଆଜ୍ଞା ପାଳନ କରି ଆସିଛି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିହୂଦୀ ନେତା ଜଣକ କହିଲେ, “ମୁଁ ମୋ’ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಮಾನ್ಸಾನ್ “ಮಿಯಾ ಬಾರಿಕ್ ಅಸ್ತಾನಾಚ್ಯಾನುಚ್ ಹಿ ಉಪಾದೆಸಾ ಪಾಳುನ್ಗೆತ್ ಹಾಂವ್”, ಮಟ್ಲ್ಯಾನ್.