Luke 18:22 — Compare Translations
7 translations compared side by side
Odia - 1840
"ଏକଥା ଶୁଣି ଯୀଶୁ ସହେି ନେତାଙ୍କୁ କହିଲେ, ତଥାପି ଏ ପର୍ୟ୍ଯନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦଇେ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ବର୍ଗ ରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମାରେ ଅନୁସରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହା ଶୁଣି ତାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଊଣା ଅଛି; ତୁମ୍ଭେ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ବିତରଣ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହା ଶୁଣି କହିଲେ, “ତଥାପି ତୁମକୁ ଆଉ ଗୋଟିଏ ବିଷୟ କରିବାକୁ ହେବ। ତୁମର ଯାହା କିଛି ଅଛି, ସେସବୁ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ତେବେ ସ୍ୱର୍ଗରେ ତୁମେ ଧନ ପାଇବ; ତା’ପରେ ଆସି ମୋର ଅନୁଗମନ କର।”
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା ଶୁଣି ଯୀଶୁ ସେହି ନେତାଙ୍କୁ କହିଲେ, “ତଥାପି ଏ ପର୍ଯ୍ୟନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦେଇ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ୱର୍ଗରେ ପୁରସ୍କାର ମିଳିବ। ତା’ପରେ ତୁମ୍ଭେ ଆସ ଓ ମୋର ଅନୁସରଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕಲ್ಲ್ಯಾ ತನ್ನಾ, ಜೆಜುನ್ ತೆಕಾ “ಖಾಲಿ ಎಕ್ ಕಾಮ್ ತಿಯಾ ಕರ್ತಲೆ ಹುರ್ಲಾ; ತುಜೆ ಮನುನ್ ಹೊತ್ತೆ ಸಗ್ಳೆ ಇಕ್, ಅನಿ ಯೆಲ್ಲೆ ಪಯ್ಸೆ ಗರಿಬಾಕ್ನಿ ದಿ, ಅನಿ ಸರ್ಗಾರ್ ತುಕಾ ಸಾವ್ಕಾರ್ಕಿ ತಯಾರ್ ಕರುನ್ ಥವಲ್ಲಿ ರ್ಹಾತಾ, ಮಾನಾ ಯೆವ್ನ್ ಮಾಜ್ಯಾ ಫಾಟ್ನಾ ಯೆ”, ಮಟ್ಲ್ಯಾನ್.