Luke 18:24 — Compare Translations

7 translations compared side by side

Odia - 1840
"ସହେି ଯିହୂଦୀ ନେତାଙ୍କୁ ଦୁଃଖିତ ହବୋର ଦେଖି ଯୀଶୁ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ତାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବେଣ!
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ ଦୁଃଖିତ ହେବା ଦେଖି କହିଲେ, “ଧନୀମାନେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଯିହୂଦୀ ନେତାଙ୍କୁ ଦୁଃଖିତ ହେବାର ଦେଖି ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି!
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରନ୍ତି!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೊ ಮಾನುಸ್ ಬೆಜಾರ್ ಹೊಲ್ಲೆ ಬಗಟ್ಲ್ಯಾನ್, ಅನಿ, “ಸಾವ್ಕಾರ್ ಹೊತ್ತ್ಯಾ ಮಾನ್ಸಾಕ್, ದೆವಾಚ್ಯಾ ರಾಜಾತ್ ಗುಸ್ತಲೆ ಮಟ್ಲ್ಯಾರ್, ಕವ್ಡೆ ಕಸ್ಟ್ ಹಾಯ್!