Luke 18:25 — Compare Translations

7 translations compared side by side

Odia - 1840
"ଜଣେ ଧନୀଲୋକ ପକ୍ଷ ରେ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଠାରୁ ଗୋଟିଏ ଛୁଞ୍ଚି କଣାଦଇେ ଓଟଟିଏ ଗଳିୟିବା ଅଧିକ ସହଜ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଛୁଞ୍ଚିର ଛିଦ୍ର ଦେଇ ଗୋଟିଏ ଓଟର ପ୍ରବେଶ କରିବାଠାରୁ ଜଣେ ଧନୀ ଲୋକର ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅଧିକ କଷ୍ଟକର।”
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଧନୀଲୋକ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଛୁଞ୍ଚି କଣାଦେଇ ଓଟଟିଏ ଗଳିଯିବା ଅଧିକ ସହଜ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚୀର କଣା ଦେଇ ଓଟର ପ୍ରବେଶ କରିବା ସହଜ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಸುಯೆಚ್ಯಾ ಡೊಳ್ಯಾತ್ನಾ ಎಕ್ ಒಂಟೆ ಪಾರ್ ಹೊಯ್ಲ್, ಖರೆ ಎಕ್ ಸಾವ್ಕಾರ್ ಮಾನ್ಸಾಕ್ ತವ್ಡ್ಯಾ ಸಸಾರಾನ್ ದೆವಾಚ್ಯಾ ರಾಜಾತ್ ಗುಸುಕ್ ಹೊಯ್ನಾ!” ಮಟ್ಲ್ಯಾನ್.