Luke 18:28 — Compare Translations

7 translations compared side by side

Odia - 1840
"ପିତର କହିଲେ, ଦେଖନ୍ତୁ, ଆମ୍ଭେ ଆମ୍ଭର ସର୍ବସ୍ବ ଛାଡିଦଇେ ଆପଣଙ୍କ ଅନୁସରଣ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ଆପଣା ଆପଣାର ସର୍ବସ୍ଵ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ପିତର କହିଲେ, “ଦେଖନ୍ତୁ! ଆମେ ଆପଣଙ୍କର ଅନୁଗମନ କରିବା ପାଇଁ ଘର ଦ୍ୱାର ପରିତ୍ୟାଗ କରିଛୁ।”
Odia Bible ERV 2004 (ପବିତ୍ର ବାଇବଲ)
ପିତର କହିଲେ, “ଦେଖନ୍ତୁ, ଆମ୍ଭେ ଆମ୍ଭର ସର୍ବସ୍ୱ ଛାଡ଼ିଦେଇ ଆପଣଙ୍କ ଅନୁସରଣ କରିଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್, “ಬಗ್, ಅಮಿ ತರ್ ಅಮ್ಚೆ ಘರ್ -ದಾರ್ ಸೊಡುನ್ ತುಜ್ಯಾ ವಾಂಗ್ಡಾಚ್ ಹಾಂವ್”, ಮಟ್ಲ್ಯಾನ್.