Luke 18:29 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ଯେଉଁ ଲୋକ ପରମେଶ୍ବରଙ୍କ ରାଜ୍ଯ ପାଇଁ ତାର ଘର, ପତ୍ନୀ, ଭାଇ, ବାପାମାଆ କିମ୍ବା ପିଲାମାନଙ୍କୁ ଛାଡିଥିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ଈଶ୍ଵରଙ୍କ ରାଜ୍ୟ ନିମନ୍ତେ ଗୃହ କି ଭାର୍ଯ୍ୟା କି ଭ୍ରାତା କି ପିତାମାତା କି ସନ୍ତାନସନ୍ତତି ପରିତ୍ୟାଗ କରି,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ହଁ, ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ଯେ କେହି ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ଘର, ସ୍ତ୍ରୀ, ଭାଇ, ପିତାମାତା କିମ୍ବା ସନ୍ତାନମାନଙ୍କୁ ପରିତ୍ୟାଗ କରେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଯେଉଁ ଲୋକ ପରମେଶ୍ୱରଙ୍କ ରାଜ୍ୟ ପାଇଁ ତା’ର ଘର, ପତ୍ନୀ, ଭାଇ, ବାପାମା କିମ୍ବା ପିଲାମାନଙ୍କୁ ଛାଡ଼ିଥିବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କିମ୍ବା ସ୍ତ୍ରୀ କିମ୍ବା ଭାଇ କିମ୍ବା ପିତାମାତା କିମ୍ବା ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ଗୃହ କି ସ୍ତ୍ରୀକୁ ଭାଇ କି ବାପା ମା କି ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ, “ಹೊಯ್, ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಜೊ ಕೊನ್ ದೆವಾಚ್ಯಾ ರಾಜಾ ಸಾಟ್ನಿ ಘರ್ ಹೊಂವ್ದಿ, ಬಾಯ್ಕೊ ಹೊಂವ್ದಿ, ಭಾವಾಕ್ನಿ ಹೊಂವ್ದಿ, ಬಾಯ್-ಬಾಬಾಕ್ನಿ ಹೊಂವ್ದಿ, ಪೊರಾಕ್ನಿ ಹೊಂವ್ದಿ ಸೊಡ್ತಾ,