Luke 18:33 — Compare Translations

7 translations compared side by side

Odia - 1840
"ସମାନେେ ତାହାଙ୍କୁ ଚାବୁକରେ ପିଟିବେ ଓ ଶଷେ ରେ ମାରି ଦବେେ। କିନ୍ତୁ ମୃତ୍ଯୁର ତୃତୀୟଦିବସ ରେ ସେ ପୁଣି ଜୀବିତ ହାଇେ ଉଠିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିବସରେ ସେ ପୁନରୁତ୍ଥାନ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, କିନ୍ତୁ ତିନି ଦିନ ପରେ ସେ ମୃତ୍ୟୁରୁ ପୁନରୁତ୍ଥିତ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କୁ ଗ୍ଭବୁକରେ ପିଟିବେ ଓ ଶେଷରେ ମାରିଦେବେ। କିନ୍ତୁ ମୃତ୍ୟୁର ତୃତୀୟ ଦିବସରେ ସେ ପୁଣି ଜୀବିତ ହୋଇ ଉଠିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ।”
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಕಾ, ಬಾರ್‍ಕೊಲಾನಿ ಮಾರ್‍ತ್ಯಾತ್, ಅನಿ ತೆಕಾ ಜಿವಾನಿಚ್ ಮಾರ್‍ತ್ಯಾತ್. ಖರೆ ತಿನ್ ದಿಸಾಂಚ್ಯಾ ಮಾನಾ ತೊ ಝಿತ್ತೊ ಹೊತಾ, ಮನುನ್ ಸಾಂಗಟ್ಲ್ಯಾನ್.