Luke 18:35 — Compare Translations
7 translations compared side by side
Odia - 1840
"ଯୀଶୁ ଯିରୀହାେ ନଗର ପାଖାପାଖି ହାଇେ ଆସିଲେ। ସେତବେେଳେ ରାସ୍ତା କଡ ରେ ଗୋଟିଏ ଅନ୍ଧ ବସିଥିଲା। ସହେି ଅନ୍ଧଟି ଭିକ ମାଗୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ପଥପାର୍ଶ୍ଵରେ ବସି ଭିକ୍ଷା କରୁଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଯିରୀହୋର ନିକଟବର୍ତ୍ତୀ ହେବାବେଳେ ରାସ୍ତା କଡ଼ରେ ଜଣେ ଅନ୍ଧ ବସି ଭିକ ମାଗୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗୋଟିଏ ଅନ୍ଧକୁ ସୁସ୍ଥ କଲେ ଯୀଶୁ ଯିରୀହୋ ନଗର ପାଖାପାଖି ହୋଇ ଆସିଲେ। ସେତେବେଳେ ରାସ୍ତା କଡ଼ରେ ଗୋଟିଏ ଅନ୍ଧ ବସିଥିଲା। ସେହି ଅନ୍ଧଟି ଭିକ ମାଗୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಜೆರಿಕೊ, ಮನ್ತಲ್ಯಾ ಗಾಂವಾಂಚ್ಯಾ ಜಗ್ಗೊಳ್ ಯೆವ್ನ್ ಪಾವಲ್ಲ್ಯಾ ತನ್ನಾ, ಥೈ ಎಕ್ ಕುಡ್ಡೊ ಭಿಕಾರಿ, ರಸ್ತ್ಯಾಚ್ಯಾ ದಂಡೆಕ್ ಭಿಕ್ ಮಾಗುನ್ಗೆತ್ ಬಸಲ್ಲೊ.