Luke 18:37 — Compare Translations
7 translations compared side by side
Odia - 1840
"ଲୋକମାନେ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦଇେ ଯାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତାକୁ କିହଲେ, “ନାଜରିତର ଯୀଶୁ ଆସୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କହିଲେ, “ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಕಾ, “ನಜರೆತಾಚೊ ಜೆಜು ಹಿತ್ನಾ ದಾಟುನ್ ಜಾವ್ಕ್ ಲಾಗ್ಲಾ” ಮನುನ್ ಸಾಂಗ್ಲ್ಯಾನಿ.