Luke 18:38 — Compare Translations
7 translations compared side by side
Odia - 1840
"ଅନ୍ଧଟି ଉତ୍ତଜେିତ ହାଇେ ପଡିଲା ଓ କହିଲା, ଦାଉଦଙ୍କପୁତ୍ର ଯୀଶୁ ଦୟାକରି ମାେତେ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ଉଚ୍ଚ ସ୍ଵରରେ କହିଲା, ହେ ଯୀଶୁ, ଦାଉଦ-ସନ୍ତାନ, ମୋତେ ଦୟା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଚିକ୍ରାର କରି କହିଲା, “ହେ ଦାଉଦ ସନ୍ତାନ ଯୀଶୁ! ମୋତେ ଦୟା କର!”
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ଧଟି ଉତ୍ତେଜିତ ହୋଇ ପଡ଼ିଲା ଓ କହିଲା, “ଦାଉଦଙ୍କ ପୁତ୍ର ଯୀଶୁ ଦୟାକରି ମୋତେ ସାହାଯ୍ୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ, “ಜೆಜು! ದಾವಿದಾಚ್ಯಾ ಲೆಕಾ! ಮಾಜಿ ದಯಾ ಕರ್”, ಮನುನ್ ಬೊಬ್ ಮಾರುಕ್ಲಾಲೊ.