Luke 18:39 — Compare Translations
7 translations compared side by side
Odia - 1840
"ଆଗ ରେ ଯାଉଥିବା ଲୋକମାନେ ଅନ୍ଧକୁ ଧମକ ଦେଲେ। ସମାନେେ ଅନ୍ଧକୁ ଚୁପ୍ ରହିବାକୁ କହିଲେ। କିନ୍ତୁ ସେ ଆହୁରି ଜାରେ ରେ ପାଟିକରି କହିଲା, ହେ ଦାଉଦଙ୍କ ପୁତ୍ର, ଦୟାକରି ମାେତେ ସାହାୟ୍ଯ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ-ସନ୍ତାନ, ମୋତେ ଦୟା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଗରେ ଥିବା ଲୋକମାନେ ତାକୁ ଧମକ ଦେଇ ତୁନି ହେବା ପାଇଁ କହିଲେ। କିନ୍ତୁ ସେ ଆହୁରି ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲା, “ହେ ଦାଉଦ ସନ୍ତାନ! ମୋତେ ଦୟା କର।”
Odia Bible ERV 2004 (ପବିତ୍ର ବାଇବଲ)
ଆଗରେ ଯାଉଥିବା ଲୋକମାନେ ଅନ୍ଧକୁ ଧମକ ଦେଲେ। ସେମାନେ ଅନ୍ଧକୁ ଚୁପ୍ ରହିବାକୁ କହିଲେ। କିନ୍ତୁ ସେ ଆହୁରି ଜୋର୍ରେ ପାଟିକରି କହିଲା, “ହେ ଦାଉଦଙ୍କ ପୁତ୍ର, ଦୟାକରି ମୋତେ ସାହାଯ୍ୟ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ମୋତେ ଦୟା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇದ್ರಾಕ್ ಹೊತ್ತ್ಯಾ ಲೊಕಾನಿ ಗಪ್ರಾಮ್ ಮನುನ್ ತೆಕಾ ಡೊಳೆ ಕಾಡ್ಲ್ಯಾನಿ, ಖರೆ ತೊ, ಅನಿ ಉಲ್ಲೆ ಜೊರಾನಿ,“ಜೆಜು! ದಾವಿದಾಚ್ಯಾ ಲೆಕಾ! ಮಾಜಿ ದಯಾ ಕರ್!” ಮನುನ್ ಬೊಬ್ ಮಾರುಕ್ಲಾಲೊ.