Luke 18:4 — Compare Translations
7 translations compared side by side
Odia - 1840
"କିନ୍ତୁ ବିଚାରପତି ସ୍ତ୍ରୀଲୋକଟିକୁ ସାହାୟ୍ଯ କରିବାକୁ ଇଚ୍ଛା କରି ନଥିଲେ। କେତେ ସମୟ ପରେ ବିଚାରପତି ଜଣକ ମନେ ମନେ ଭାବିଲେ, 'ମୁଁ ପରମେଶ୍ବରଙ୍କୁ ଡରୁନାହିଁ କି ଲୋକମାନେ ମାେ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର ବି କରୁନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ କେତେ ସମୟ ପର୍ଯ୍ୟନ୍ତ ସମ୍ମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦ୍ୟପି ମୁଁ ଈଶ୍ଵରଙ୍କୁ ଭୟ କରେ ନାହିଁ କିମ୍ଵା ମନୁଷ୍ୟକୁ ମାନେ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ଦିନ ଧରି ବିଚାରକର୍ତ୍ତା ତା’ କଥାରେ କର୍ଣ୍ଣପାତ କଲେ ନାହିଁ, କିନ୍ତୁ ଶେଷରେ ସେ ନିଜେ ଭାବିଲେ, ‘ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ, କିମ୍ବା ମନୁଷ୍ୟକୁ ମାନେ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବିଗ୍ଭରପତି ସ୍ତ୍ରୀଲୋକଟିକୁ ସାହାଯ୍ୟ କରିବାକୁ ଇଚ୍ଛା କରି ନ ଥିଲେ। କେତେ ସମୟ ପରେ ବିଗ୍ଭରପତି ଜଣକ ମନେ ମନେ ଭାବିଲେ, ‘ମୁଁ ପରମେଶ୍ୱରଙ୍କୁ ଡରୁ ନାହିଁ କି ଲୋକମାନେ ମୋ’ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି ବି କରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ನ್ಯಾಯ್ ಕರ್ತಲ್ಯಾನ್ ಸುಮಾರ್ ದಿಸಾ ತಿಚ್ಯಾ ವಿಶಯಾತ್ ಟಕ್ಲೆ ನಾಸ್ವುನ್ ಘೆವ್ಕ್ ನಾ. ಖರೆ ಆಕ್ರಿಕ್ ಎಗ್ದಾ ತೆನಿ “ಮಿಯಾ ದೆವಾಕ್ ತರ್ ಭಿಂಯ್ ನಾ, ಅನಿ ಮಾನ್ಸಾಕ್ನಿ ತರ್ ಮೆಜಿಚ್ ನಾ,