Luke 18:43 — Compare Translations

7 translations compared side by side

Odia - 1840
"ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫରେିପାଇଲା। ସେ ପରମେଶ୍ବରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ବରଙ୍କୁ ସ୍ତୃତିଗାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି ସେ ଦୃଷ୍ଟି ପାଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା ଏବଂ ଲୋକସମସ୍ତେ ତାହା ଦେଖି ଈଶ୍ଵରଙ୍କ ପ୍ରଶଂସା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିକ୍ଷଣି ସେ ଦେଖି ପାରିଲା ଓ ଈଶ୍ୱରଙ୍କ ପ୍ରଶଂସା କରି ଯୀଶୁଙ୍କର ଅନୁଗମନ କଲା। ଲୋକମାନେ ଏହା ଦେଖି ଈଶ୍ୱରଙ୍କ ପ୍ରଶଂସା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫେରିପାଇଲା। ସେ ପରମେଶ୍ୱରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ୱରଙ୍କୁ ସ୍ତୁତିଗାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ୱରଙ୍କ ପ୍ରଶଂସା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಾಬೊಡ್ತೊಬ್ ತೆಕಾ ದಿಸುಕ್‍ ಲಾಗ್ಲೆ, ಅನಿ ದೆವಾಕ್ ಧನ್ಯವಾದ್ ದಿವ್ನಗೆತ್ ತೊ ಜೆಜುಚ್ಯಾ ಫಾಟ್ನಾ ಗೆಲೊ. ಹೆ ಬಗಟಲ್ಲ್ಯಾ ಸಗ್ಳ್ಯಾ ಲೊಕಾನಿ, ದೆವಾಕ್ ಧನ್ಯವಾದ್ ದಿಲ್ಯಾನಿ.