Luke 18:6 — Compare Translations
7 translations compared side by side
Odia - 1840
"ପ୍ରଭୁ! କହିଲେ, ଶୁଣ, ସହେି ଦୁଷ୍ଟ ବିଚାରପତି ଜଣକ ଯାହା କହିଲେ, ସେ କଥାର ଗୋଟିଏ ଅର୍ଥ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ କହିଲେ, “ସେହି ଅଧାର୍ମିକ ବିଚାରକର୍ତ୍ତା କ’ଣ କହିଲେ, ଶୁଣ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ! କହିଲେ, “ଶୁଣ, ସେହି ଦୁଷ୍ଟ ବିଗ୍ଭରପତି ଜଣକ ଯାହା କହିଲେ, ସେ କଥାର ଗୋଟିଏ ଅର୍ଥ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କ'ଣ କହୁଅଛନ୍ତି, ତାହା ଶୁଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಧನಿಯಾನ್, ತೆಂಕಾ “ತೊ ಬುರ್ಶ್ಯಾ ನ್ಯಾಯ್ ಕರ್ನಾರೊ ಕಾಯ್ ಮನ್ತಾ ಮನುನ್, ಆಯ್ಕಲ್ಯಾಸಿ!”