Luke 18:9 — Compare Translations

7 translations compared side by side

Odia - 1840
"କେତକେ ଲୋକ ଭାବୁଥିଲେ ଯେ ସମାନେେ ବହୁତ ଭଲ ଅଟନ୍ତି। ସମାନେେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହାଇେଥିବା ଭଳି ବ୍ଯବହାର କରୁଥିଲେ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣାକୁ ଧାର୍ମିକ ଜ୍ଞାନ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛଜ୍ଞାନ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ନିଜକୁ ଧାର୍ମିକ ମନେକରି ଅନ୍ୟମାନଙ୍କୁ ତୁଚ୍ଛ ଜ୍ଞାନ କରୁଥିଲେ, ଯୀଶୁ ସେମାନଙ୍କୁ ଲକ୍ଷ୍ୟ କରି ଏହି ଦୃଷ୍ଟାନ୍ତ କଥା କହିଲେ:
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ରହିବା ଉଚିତ୍ କେତେକ ଲୋକ ଭାବୁଥିଲେ ଯେ ସେମାନେ ବହୁତ ଭଲ ଅଟନ୍ତି। ସେମାନେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହୋଇଥିବା ଭଳି ବ୍ୟବହାର କରୁଥିଲେ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
Odia IRV 2017 (ଓଡିଆ ବାଇବେଲ)
ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಿ ಬರೆ, ಅನಿ ಹುರಲ್ಲಿ ಸಗ್ಳಿ ಲೊಕಾ ವಾಯ್ಟ್ ಮನುನ್ ಯವ್ಜುನ್ಗೆತ್ ರ್‍ಹಾತಲ್ಯಾ ಲೊಕಾಕ್ನಿ ಜೆಜುನ್, ಹಿ, ಕಾನಿ ಸಾಂಗಟ್ಲ್ಯಾನ್.