Luke 19:1 — Compare Translations

7 translations compared side by side

Odia - 1840
"ଯୀଶୁ ଯିରୀହାେ ନଗର ଦଇେ ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଯିରୀହୋ ମଧ୍ୟଦେଇ ଯାଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଜଖିୟ ଯୀଶୁ ଯିରୀହୋ ନଗର ଦେଇ ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಜೆರಿಕೊತ್ನಾ ಪಾರ್ ಹೊವ್ನ್ ಜಾಯ್.