Luke 19:11 — Compare Translations
7 translations compared side by side
Odia - 1840
"ଯୀଶୁ ୟିରୂଶାଲମର ପାଖାପାଖି ଆସିଗଲେ। କେତକେ ଲୋକ ଭବିଲେ ଯେ ପରମେଶ୍ବରଙ୍କ ରାଜ୍ଯ ଶୀଘ୍ର ଆସିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ଵରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିରୂଶାଲମର ନିକଟବର୍ତ୍ତୀ ହେବା ସମୟରେ ଯୀଶୁ ତାଙ୍କ କଥା ଶୁଣି ତାଙ୍କ ସାଙ୍ଗରେ ଯାଉଥିବା ଲୋକମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ। ସେହି ଲୋକମାନେ ଭାବୁଥିଲେ ଯେ, ଈଶ୍ୱରଙ୍କ ରାଜ୍ୟ ଶୀଘ୍ର ପ୍ରତିଷ୍ଠିତ ହେବାକୁ ଯାଉଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯାହା ଦିଅନ୍ତି ତାହା ଉପଯୁକ୍ତ ଭାବରେ ବ୍ୟବହାର କର ଯୀଶୁ ଯିରୁଶାଲମର ପାଖାପାଖି ଆସିଗଲେ। କେତେକ ଲୋକ ଭାବିଲେ ଯେ ପରମେଶ୍ୱରଙ୍କ ରାଜ୍ୟ ଶୀଘ୍ର ଆସିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ୱରଙ୍କ ରାଜ୍ୟ ଅତିଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾ ಹೆ ಸಗ್ಳೆ ಆಯ್ಕುಲಾಗಲ್ಲಿ, ತನ್ನಾ ಜೆಜುನ್ ತೆಂಕಾ ಎಕ್ ಕಾನಿ ಸಾಂಗ್ಲ್ಯಾನ್ ಅತ್ತಾ ತೊ ಜೆರುಜಲೆಮಾಚ್ಯಾ ಎಗ್ದಮ್ ಜಗ್ಗೊಳ್ ಪಾವಲ್ಲೊ, ಅನಿ ತೆನಿ, ದೆವಾಚೆ ರಾಜ್ ಅತ್ತಾ ದಿಸುಕ್ ಜಗ್ಗೊಳ್ ಯೆಲಾ ಮನುನ್ ಯವ್ಜುನ್ ಘೆವ್ನ್ ಹೊತ್ತೆ.