Luke 19:12 — Compare Translations
7 translations compared side by side
Odia - 1840
"ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: ଜଣେ ଅତି ମାନ୍ଯଗଣ୍ଯ ବ୍ଯକ୍ତି ରାଜା ହବୋ ପାଇଁ କୌଣସି ଏକ ଦ୍ବର ରାଜ୍ଯକୁ ୟିବାକୁ ପ୍ରସ୍ତୁତ ହେଉଥିଲେ। ତା'ପରେ ସେ ଫରେିଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ କହିଲେ, ଜଣେ କୁଳୀନ ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ପ୍ରାପ୍ତ ହୋଇ ବାହୁଡ଼ି ଆସିବା ସକାଶେ ଦୂର ଦେଶକୁ ଯାତ୍ରା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ: “ଥରେ ଜଣେ ସମ୍ଭ୍ରାନ୍ତ ବ୍ୟକ୍ତି ରାଜା ରୂପେ ଅଭିଷିକ୍ତ ହେବାକୁ ଦୂର ଦେଶକୁ ଗଲେ ଓ ସେ ସେଠାରୁ ନିର୍ଦ୍ଦିଷ୍ଟ ସମୟରେ ଫେରି ଆସିବାର ସ୍ଥିର ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: “ଜଣେ ଅତି ମାନ୍ୟଗନ୍ୟ ବ୍ୟକ୍ତି ରାଜା ହେବା ପାଇଁ କୌଣସି ଏକ ଦୂର ରାଜ୍ୟକୁ ଯିବାକୁ ପ୍ରସ୍ତୁତ ହେଉଥିଲେ। ତା’ପରେ ସେ ଫେରି ଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ କହିଲେ, ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ತೆನಿ ತೆಂಕಾ ಎಕ್ ಮೊಟ್ಯಾ ಗೌರವಾಚ್ಯಾ ಘರಾನ್ಯಾಚೊ ಮಾನುಸ್ ಹೊತ್ತೊ, ತೊ ಅಪ್ನಿ ಘರಾತ್ ಯೆತಾನಾ ಎಕ್ ರಾಜಾ ಹೊವ್ನ್ ಯೆವ್ಚೆ ಮನುನ್ ಯೆವ್ಜುನ್ ಧುರ್ಲ್ಯಾ ದೆಸಾಕ್ ಜಾವ್ಲಾಗಲ್ಲೊ.