Luke 19:14 — Compare Translations

7 translations compared side by side

Odia - 1840
"ସହେି ବ୍ଯକ୍ତିଙ୍କୁ ସେ ରାଜ୍ଯର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସମାନେେ ତାହାଙ୍କ ପଛ ରେ ଦଳେ ଲୋକଙ୍କୁ ସଠାେକୁ ପଠାଇଲେ। ସଠାେକୁ ଯାଇ ଏହି ଦଳର ଲୋକମାନେ କହିଲେ, 'ଆମ୍ଭେ ଚାହୁଁନା ଯେ, ସହେି ବ୍ଯକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାଙ୍କ ଦେଶବାସୀମାନେ ତାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ରାଜତ୍ଵ କରିବ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତାଙ୍କର ନିଜ ଦେଶର ଲୋକମାନେ ତାଙ୍କୁ ଘୃଣା କରୁଥିଲେ, ସେମାନେ ଦୂତ ହାତରେ ଏହି କଥା କହି ପଠାଇଲେ, ‘ଏ ବ୍ୟକ୍ତିଙ୍କୁ ଆମେ ଆମର ରାଜା ରୂପେ ଗ୍ରହଣ କରିବାକୁ ପ୍ରସ୍ତୁତ ନୋହୁଁ।’
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତିଙ୍କୁ ସେ ରାଜ୍ୟର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସେମାନେ ତାହାଙ୍କ ପଛରେ ଦଳେ ଲୋକଙ୍କୁ ସେଠାକୁ ପଠାଇଲେ। ସେଠାକୁ ଯାଇ ଏହି ଦଳର ଲୋକମାନେ କହିଲେ, ‘ଆମ୍ଭେ ଗ୍ଭହୁଁନା ଯେ, ସେହି ବ୍ୟକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ತೆಚ್ಯಾ ಲೊಕಾನಿ ತೆಚ್ಯಾ ಫಾಟ್ನಾ ಹ್ಯೊ ರಾಜಾ ಅಮ್ಕಾ ನಕ್ಕೊ ಮನುನ್ ಸಾಂಗುಕ್ ಮನುನ್ ಎಕ್ಲ್ಯಾ ಖಬರ್ ಸಾಂಗ್ತಲ್ಯಾಕ್ ಸಾಂಗುನ್ ಧಾಡ್ಲ್ಯಾನಿ.