Luke 19:15 — Compare Translations
7 translations compared side by side
Odia - 1840
"ତଥାପି ସେ ରାଜା ହାଇଗେଲେ। ତା'ପରେ ସେ ଘରକୁ ଫରେି ଆସିଲେ। ତା'ପରେ ସେ କହିଲେ, ' ଯେଉଁ ଚାକରମାନଙ୍କୁ ମୁଁ ମାରେଟଙ୍କା ଦଇେଥିଲି ସମାନଙ୍କେୁ ଡାକ, ମୁଁ ଜାଣିବାକୁ ଚାହୁଁଛି ଯେ, ସହେି ଟଙ୍କା ରେ ସମାନେେ ଆଉ କେତେ ଅଧିକ ଲାଭ କରିଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ରାଜପଦ ପ୍ରାପ୍ତ ହୋଇ ବାହୁଡ଼ିଆସି, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେହି ବ୍ୟକ୍ତି ରାଜପଦ ପାଇ ନିଜ ଦେଶକୁ ଫେରି ଆସିଲେ। ତାଙ୍କର ଦାସମାନେ କେତେ ରୋଜଗାର କରିଛନ୍ତି, ତାହା ଜାଣିବା ଲାଗି ସେ ସେମାନଙ୍କୁ ତାଙ୍କ ନିକଟକୁ ଆସିବା ପାଇଁ ଆଦେଶ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
“ତଥାପି ସେ ରାଜା ହୋଇଗଲେ। ତା’ପରେ ସେ ଘରକୁ ଫେରି ଆସିଲେ। ତା’ପରେ ସେ କହିଲେ, ‘ଯେଉଁ ଗ୍ଭକରମାନଙ୍କୁ ମୁଁ ମୋର ଟଙ୍କା ଦେଇଥିଲି ସେମାନଙ୍କୁ ଡାକ, ମୁଁ ଜାଣିବାକୁ ଗ୍ଭହୁଁଛି ଯେ, ସେହି ଟଙ୍କାରେ ସେମାନେ ଆଉ କେତେ ଅଧିକ ଲାଭ କରିଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತೊ ಮಾನುಸ್ ಅಪ್ನಿ ರಾಜಾ ಹೊಲೊ! ಅನಿ ಫಾಟಿ ಪರ್ತುನ್ ಯೆಲೊ. ಎಗ್ದಮ್ ತೆನಿ ಅಪ್ನಾಚ್ಯಾ ಆಳಾಕ್ನಿ ತಾಬೊಡ್ತೊಬ್ ಮಾಜ್ಯಾ ಇದ್ರಾಕ್ ಯೆವ್ಚೆ ಮನುನ್ ಹುಕುಮ್ ದಿಲ್ಯಾನ್. ತೆನಿ ಕವ್ಡೆ ಖಮ್ವುಲ್ಯಾನಾತ್ ಬಗುವಾ ಮನುನ್ ತೆನಿ ತೆಂಕಾ ಬಲ್ವುಲ್ಯಾನ್”.