Luke 19:16 — Compare Translations

7 translations compared side by side

Odia - 1840
"ପ୍ରଥମେ ଚାକର ଜଣକ ଆସି କହିଲା, 'ଆଜ୍ଞା, ଆପଣ ମାେତେ ଦଇେଥିବା ଟଙ୍କା ଥଳିଟିକୁ ବ୍ଯବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୋହର ଆଉ ଦଶଟି ମୋହର ଲାଭ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମ ଜଣକ ଆସି କହିଲା, ‘ମହାଶୟ, ଆପଣ ଦେଇଥିବା ଗୋଟିଏ ମୁଦ୍ରା ସାହାଯ୍ୟରେ ମୁଁ ଦଶଟି ସ୍ୱର୍ଣ୍ଣ ମୁଦ୍ରା ଅର୍ଜନ କରିଛି।’
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମେ ଗ୍ଭକର ଜଣକ ଆସି କହିଲା, ‘ଆଜ୍ଞା, ଆପଣ ମୋତେ ଦେଇଥିବା ଟଙ୍କା ଥଳିଟିକୁ ବ୍ୟବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୁଦ୍ରା ଆଉ ଦଶଟି ମୁଦ୍ରା ଲାଭ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಯ್ಲೆಚೊ ಆಳ್ ಯೆಲೊ, ಅನಿ “ಗುರುಜಿ, ತಿಯಾ ದಿಲ್ಲ್ಯಾ ಎಕ್ ಸೊನ್ಯಾಚ್ಯಾ ಪೈಸ್ಯಾ ವೈನಾ ಮಿಯಾ ಧಾ ಸೊನ್ಯಾಚೆ ಪೈಸ್ಯೆ ಖಮ್ವುಲಾ” ಮಟ್ಲ್ಯಾನ್.