Luke 19:17 — Compare Translations
7 translations compared side by side
Odia - 1840
"ରାଜା ଚାକରମାନଙ୍କୁ କହିଲେ, ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭକୁ େଛାଟ େଛାଟ ବିଷୟ ରେ ବିଶ୍ବାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମାରେ ଦଶଟି ନଗର ଶାସନକରିବାକୁ ଦବେି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ଵସ୍ତ ହୋଇଥିବାରୁ ଦଶଗୋଟି ନଗର ଉପରେ ଅଧିକାର ପ୍ରାପ୍ତ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କହିଲେ, ‘ଚମକ୍ରାର! ତୁମେ ଜଣେ ବୁଦ୍ଧିମାନ ଦାସ! ଛୋଟ ବିଷୟରେ ବିଶ୍ୱସ୍ତ ହୋଇ ଥିବାରୁ ମୁଁ ତୁମକୁ ଦଶଟି ନଗରର ଦାୟିତ୍ୱ ଦେବି।’
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଗ୍ଭକରମାନଙ୍କୁ କହିଲେ, “ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭକୁ ଛୋଟ ଛୋଟ ବିଷୟରେ ବିଶ୍ୱାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମୋର ଦଶଟି ନଗର ଶାସନ କରିବାକୁ ଦେବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಧನಿಯಾನ್ ತೆಕಾ “ಶಬಾಶ್! ತಿಯಾ ಮಾಜೊ ಎಕ್ ಬರೊ ಆಳ್! ಅಜುನ್ ಸಗೊಳ್ ತಿಯಾ ಮಾಕಾ ವಿಶ್ವಾಸಾನ್ ಹಾಸ್, ತಸೆ ಮನುನ್ ಮಿಯಾ ತುಕಾ ಧಾ ಶಾರಾಂಚ್ಯಾ ವರ್ತಿ ಅದಿಕಾರ್ ದಿತಾ” ಮಟ್ಲ್ಯಾನ್.