Luke 19:2 — Compare Translations
7 translations compared side by side
Odia - 1840
"ଯୀରୀହୋ ରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଜଖୀୟ ନାମରେ ଜଣେ ଲୋକ ଥିଲେ, ସେ ଜଣେ ପ୍ରଧାନ କରଗ୍ରାହୀ ଓ ଧନୀ ଲୋକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଜଖିୟ ନାମରେ ଜଣେ ପ୍ରଧାନ କରଆଦାୟକାରୀ ଧନୀ ଲୋକ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯିରୀହୋରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ସେଠାରେ ଜଖିୟ ନାମରେ ଜଣେ ଲୋକ ଥିଲେ । ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಎಕ್ ಜಾಕ್ಕೆವ್ಸ್ ಮನ್ತಲೊ ತೆರ್ಗಿ ವಸುಲಿ ಕರ್ತಲ್ಯಾಂಚೊ ಮುಖಂಡ್ ಹೊತ್ತೊ, ತೊ ಲೈ ಸಾವ್ಕಾರ್ ಹೊತ್ತೊ.