Luke 19:20 — Compare Translations
7 translations compared side by side
Odia - 1840
"ତା'ପରେ ଅନ୍ୟ ଚାକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, 'ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନା ରେ ଏହାକୁ ଗୁଡାଇ ରଖିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଜଣେ ଆସି କହିଲା, ପ୍ରଭୋ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖିଦେଇଥିଲି;
Odia BSI (ପବିତ୍ର ବାଇବଲ (CL) NT (BSI))
“ଆଉ ଜଣେ ଦାସ ଆସି କହିଲା, ‘ମହାଶୟ, ଆପଣଙ୍କ ସ୍ୱର୍ଣ୍ଣ ମୁଦ୍ରା ଏଠାରେ ଅଛି; ମୁଁ ତାକୁ ଲୁଗାରେ ଗୁଡ଼ାଇ ଲୁଚାଇ ରଖିଥିଲି।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଅନ୍ୟ ଗ୍ଭକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, ‘ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନାରେ ଏହାକୁ ଗୁଡ଼ାଇ ରଖିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;
Odia IRV 2017 (ଓଡିଆ ବାଇବେଲ)
ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୁଦ୍ରା, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕ್ ಆಳ್ ಯೆಲೊ, ಅನಿ “ಗುರುಜಿ,ಅಬಕ್ ತಿಯಾ ದಿಲ್ಲೊ ಸೊನ್ಯಾಚೊ ಪೈಸೊ; ಮಿಯಾ ತೊ ಎಕ್ ಪಾಳಿತ್ ಗಾಟ್ ಮಾರುನ್ ನಿಪ್ವುನ್ ಥವಲ್ಲೊ”.