Luke 19:21 — Compare Translations
7 translations compared side by side
Odia - 1840
"ଆପଣ ଜଣେ କଠାେର ବ୍ଯକ୍ତି ହାଇେଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜ୍ବନ କରି ନଥିବା ଟଙ୍କା ନଇେଥା'ନ୍ତି ଓ ନିଜେ ଉତ୍ପନ୍ନ କରି ନଥିବା ଖାଦ୍ୟଶସ୍ଯ ସଂଗ୍ରହ କରିଥା'ନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କଲି। ଯାହା ଆପଣଙ୍କର ନୁହେଁ, ତାହା ଆପଣ ନିଅନ୍ତି ଓ ଆପଣ ଯାହା ବୁରି ନ ଥାନ୍ତି, ତାହା କାଟନ୍ତି।’
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜନ କରି ନ ଥିବା ଟଙ୍କା ନେଇଥା’ନ୍ତି ଓ ନିଜେ ଉତ୍ପନ୍ନ କରି ନ ଥିବା ଖାଦ୍ୟଶସ୍ୟ ସଂଗ୍ରହ କରିଥା’ନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಾಕಾ ತುಜೆ ಭಿಂಯೆ ಕರ್ಲೆ, ಕಶ್ಯಾಕ್ ಮಟ್ಲ್ಯಾರ್ ತಿಯಾ ಲೈ ಕಟೊರ್ ಮಾನುಸ್, ತುಜೆ ನ್ಹಯ್ ಮನುನ್ ಹೊತ್ತೆ ಸೈತ್ ತಿಯಾ ಕಾಡುನ್ ಘೆತೆ, ಅನಿ ಪೆರು ನಸಲ್ಲ್ಯಾಕ್ಡೆ ತಿಯಾ ಕಾತರ್ತೆ”, ಮಟ್ಲ್ಯಾನ್.
Recommended Reading