Luke 19:27 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ମାରେଶତୃମାନେ କାହାଁନ୍ତି? ମୁଁ ସମାନଙ୍କେର ରାଜା ନହୁଏ ବୋଲି ଯେଉଁମାନେ ଚାହୁଁଥିଲେ। ସମାନେେ କାହାଁନ୍ତି? ମାେ ଶତୃମାନଙ୍କୁ ଏଠାକୁ ଆଣ। ସମାନଙ୍କେୁ ମାେ ଆଖି ଆଗ ରେ ମାରିଦିଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ରାଜତ୍ଵ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ମୋର ଯେଉଁ ଶତ୍ରୁମାନେ ମୋତେ ରାଜା କରିବାକୁ ଇଚ୍ଛା କରୁ ନ ଥିଲେ, ସେମାନଙ୍କୁ ଏଠାକୁ ଆଣ ଓ ମୋ’ ଆଗରେ ସେମାନଙ୍କୁ ବଧ କର’।”
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୋର ଶତ୍ରୁମାନେ କାହାନ୍ତି? ମୁଁ ସେମାନଙ୍କର ରାଜା ନ ହୁଏ ବୋଲି ଯେଉଁମାନେ ଗ୍ଭହୁଁଥିଲେ। ସେମାନେ କାହାନ୍ତି? ମୋ’ ଶତ୍ରୁମାନଙ୍କୁ ଏଠାକୁ ଆଣ। ସେମାନଙ୍କୁ ମୋ’ ଆଖି ଆଗରେ ମାରିଦିଅ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಮಿಯಾ ರಾಜಾ ನಕ್ಕೊ ಮನುನ್ ಮಟಲ್ಲ್ಯಾ ಮಾಜ್ಯಾ ದುಸ್ಮಾನಾಕ್ನಿ, ಹಿತ್ತೆ ವೊಡುನ್ ಘೆವ್ನ್ ಯೆವಾ, ಅನಿ ಮಾಜ್ಯಾ ಇದ್ರಾಕುಚ್ ತೆಂಕಾ ಜಿವಾನಿ ಮಾರಾ! ಮಟ್ಲ್ಯಾನ್.